www.samajalive.in
Friday, December 12, 2025
17.1 C
Bhubaneswar

କେନ୍ଦ୍ରାପଡ଼ାକୁ ଗଡ଼ିବ ମେମୁ ଟ୍ରେନ

ଭୁବନେଶ୍ବର: ହରିଦାସପୁର-ପାରାଦ୍ବୀପ ଟ୍ରାକରେ ଗଡ଼ିବ ପାସେଞ୍ଜର ଟ୍ରେନ। ଆସନ୍ତା ୫ ତାରିଖରେ କେନ୍ଦ୍ରାପଡ଼ାକୁ ଗଡ଼ିବ ମେମୁ ଟ୍ରେନ। ପ୍ରଧାନମନ୍ତ୍ରୀ ମୋଦୀ ମେମୁ ଟ୍ରେନର ଫ୍ଲାଗ ଅଫ କରିବା କାର୍ଯ୍ୟକ୍ରମ ରହିଛି। ପାରାଦ୍ବୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯାଏଁ ମେମୁ ଟ୍ରେନ ଗଡ଼ିବ। ଏ ନେଇ ଆଜି ପାରାଦ୍ବୀପ-ହରିଦାସପୁର ଟ୍ରେନ ଲାଇନର ଯାଞ୍ଚ ହୋଇଛି। ସେଫ୍ଟି ସିକ୍ୟୁରିଟି କମିଶନର ରିପୋର୍ଟ ଦେବା ପରେ ସମୟ ନିର୍ଘଣ୍ଟ ହେବ ବୋଲି ଡିଆରଏମ ଏସଏସ ବାଜୱା ସୂଚନା ଦେଇଛନ୍ତି।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories