www.samajalive.in
Sunday, December 14, 2025
26.1 C
Bhubaneswar

ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ

ବିଶ୍ବ ମାନସିକ ସ୍ବାସ୍ଥ୍ୟ ସଂଘ ପ୍ରଚେଷ୍ଟାରେ ୧୯୯୨ ଅକ୍ଟୋବର ୧୦ରେ ପ୍ରଥମଥର ‘ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ’ ପାଳିତ ହୋଇଥିଲା। ମାନସିକ ସ୍ୱାସ୍ଥ୍ୟ ସମ୍ବନ୍ଧିତ ଶିକ୍ଷା ଏବଂ ସଚେତନତା ବଢାଇବା ସହ ଏହା ସହ ଜଡ଼ିତ ସାମାଜିକ ଅପବାଦ ଲୋପ କରିବା ଏହି ଦିବସ ପାଳନ କରିବାର ମୂଳ ଲକ୍ଷ୍ୟ। ଗଲା କିଛି ବର୍ଷ ମଧ୍ୟରେ ମାନସିକ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମାନସିକ ରୋଗୀ ସଠିକ୍ ଚିକିତ୍ସା ପାଇବା ନିହାତି ଦରକାର। ଏହି ଦିବସ ପାଳନର ଅନ୍ୟତମ ଲକ୍ଷ୍ୟ ହେଉଛି ମାନସିକ ରୋଗ ସମ୍ପର୍କରେ ସମସ୍ତଙ୍କ ମନରେ ସଚେତନତା ସୃଷ୍ଟି କରିବା।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories