www.samajalive.in
Saturday, December 6, 2025
16.1 C
Bhubaneswar

ବଡ ଖବର : କଟକ-ଭୁବନେଶ୍ୱର-ପୁରୀ ମଧ୍ୟରେ ଗଡିବ ମେଟ୍ରୋ ଟ୍ରେନ୍‌‌

ଭୁବନେଶ୍ୱର : ଆଜି ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଟ୍ରୋ ଟ୍ରେନ୍‌‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। କଟକ-ଭୁବନେଶ୍ୱର-ପୁରୀ ମଧ୍ୟରେ ଗଡିବ ମେଟ୍ରୋ ଟ୍ରେନ୍‌‌। ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ ମିଳିଛି। ରେଳ ଷ୍ଟେସନ,ବାଣୀବିହାର, ପଟିଆ, ନନ୍ଦନକାନନ, ଦେଇ ଚାଲିବ ମେଟ୍ରୋ ଟ୍ରେନ୍‌‌। ଏଥିପାଇଁ ଏଲିଭେଟେଡ୍‌‌ କରିଡର ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଦିଆଯାଇଛି। ଭିଡ କମାଇବା ପାଇଁ ମେଟ୍ରୋ ଚଲାଇବାକୁ ସରକାର ଏହି ବଡ ପଦକ୍ଷେପ ନେଇଛନ୍ତି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories