www.samajalive.in
Saturday, December 6, 2025
16.1 C
Bhubaneswar

ପାର୍କରେ ଆଖିବୁଜା ଗୁଳିମାଡ: ୩ ମୃତ

ନୂଆଦିଲ୍ଲୀ: ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ ହୋଇଛି। ଦୁର୍ବୁତ୍ତର ଗୁଳିମାଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଲାସ୍ କ୍ରୁସ୍ ର ୩ଟି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଛି। ଲାସ୍ କ୍ରୁସ୍ ସିଟି କାଉନସିଲର ତଥା ମେୟର ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେପଟେ ପୁଲିସ୍ ଘଟଣାର ଭିଡିଓ ସେୟାର କରିବାକୁ ସାଧାରଣ ଜନତାଙ୍କୁ ନିବେଦନ କରିଥିବାବେଳେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories