www.samajalive.in
Saturday, December 6, 2025
15.1 C
Bhubaneswar

ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ୧ ଟଙ୍କା ବୃଦ୍ଧି

ଭୁବନେଶ୍ୱର : ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି ହେବ । ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ ବୋଲି ବୁଧବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପକ୍ଷରୁ ସୂଚନା ମିଳିଛି । ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

୨୬ ଅଗଷ୍ଟରେ ମଙ୍ଗଳ କରିବେ ରାଶି ପରିବର୍ତ୍ତନ ; ଏହି ରାଶିଙ୍କ ରହିବନି ଚିନ୍ତା,ବଦଳାଇବେ ଭାଗ୍ୟ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories