www.samajalive.in
Sunday, December 14, 2025
18.1 C
Bhubaneswar

ମଧ୍ୟାହ୍ନଭୋଜନ ଖାଇ ୧୦୦ଛାତ୍ରଛାତ୍ରୀ ଅସୁସ୍ଥ

ପାଟନା: ବିହାରର ଏକ ଆବାସିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୧୦ରୁ ଊଦ୍ଧ୍ୱର୍ ଛାତ୍ରଛାତ୍ରୀ ଅସୁସ୍ଥ୍ୟ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଲାଖିସାଲାଇ ଜିଲାର ଜବାହର ନବୋଦୟ ବିଦ୍ୟାଳୟରେ ଗୁରୁବାର ମଧ୍ୟାହ୍ନ ଭୋଜନ ଖାଇ ସେଠାରେ ରହୁଥିବା ଛାତ୍ରଛାତ୍ରୀଙ୍କ ଝାଡ଼ା ଓ ବାନ୍ତି ଆରମ୍ଭ ହୋଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇ ଥିବା ଜିଲାପାଳ ଏସ କେ ଚୌଧୁରୀ ପ୍ରକାଶ କରିଛନ୍ତି। ଖବର ପାଇଁ ଛାତ୍ରଛାତ୍ରୀଙ୍କ ପରିବାରବର୍ଗ ଡାକ୍ତରଖାନାରେ ପହଞ୍ôଚବା ସହ ସ୍କୁଲରେ ନିମ୍ନମାନର ଖାଦ୍ୟ ପରିବେଶଣ କରାଯାଉ ଥିବା ଅଭିଯୋଗ କରୁଛନ୍ତି। ତେବେ ଜିଲାପାଳ ଏଭଳି ଘଟଣାର ନିରପେକ୍ଷ ତଦନ୍ତର ପ୍ରତିଶ୍ରୁତି ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories