www.samajalive.in
Monday, December 15, 2025
27.1 C
Bhubaneswar

ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର : ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ । ଖାଲି ସେତିକି ନୁହେଁ, ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମଧ୍ୟ ମିଳିବ । ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ବିଦ୍ୟାଳୟରେ ଅଣ୍ଡା ଦିଆଯିବ । ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ । ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ । ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ପିଲାମାନଙ୍କୁ ଏହା ପ୍ରଦାନ କରାଯିବ ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories