www.samajalive.in
Sunday, December 14, 2025
19.1 C
Bhubaneswar

ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ

କଟକ : ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ । କଟକରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ଘୋଷଣା କରିଛନ୍ତି । ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ । ପୂର୍ବରୁ ବିଦ୍ୟାଳୟରେ କେବଳ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ମିଳୁଥିଲା । ଛାତ୍ରଛାତ୍ରୀମାନେ ଯେଭଳି ପାଠରେ ଧ୍ୟାନ ଦେଇପାରିବ ଏବଂ କେହି ମଧ୍ୟ ଭୋକରେ ରହିବେନି ସେନେଇ ଏହି ବ୍ୟବସ୍ଥା କରାଯାଉଛି । ଅର୍ଥାତ୍ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ଲାଭ ମିଳିପାରିବ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories