www.samajalive.in
Friday, December 12, 2025
23.1 C
Bhubaneswar

ଦିନ ୧୨ଟା – ମୁଖ୍ୟ ଖବର

(୧) ଆଫଗାନିସ୍ତାନରେ ଗତକାଲି ଅନୁଭୂତ ୬.୮ ତୀବ୍ରତା ବିଶିଷ୍ଟ ଭୂମିକମ୍ପରେ ୯ ମୃତ, ୧୦୦ରୁ ଅଧିକ ଆହତ
– ଆଫଗାନିସ୍ତାନ ଫୈଜାବାଦ ଠାରୁ ୧୩୩ କିମି ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ
(୨) ପାରାଦୀପରେ ୬୧ ହଜାର ୭୭ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବ ପେଟ୍ରୋକେମିକାଲ କମ୍ପେଲକ୍ସ, ନିବେଶ କରିବ ଆୟୋସିଏଲ
(୩) ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଆଜି ଅପରାହ୍ନ ୫ଟାରୁ ରାତି ୯ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ
(୪) ଆଜି ଭାରତ-ଅଷ୍ଟ୍ରେଲିଆ ୩ୟ ଦିନିକିଆ, ଅପରାହ୍ନ ୧.୩୦ରେ ଚେନ୍ନାଇ ଏମ.ଏ. ଚିଦମ୍ବରମ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ
(୫) ଭୁବନେଶ୍ବର ଶିଶୁଭବନ ଛକରେ ହୋର୍ଡିଂ ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ, ୨ ଘଣ୍ଟା ପରେ ଅଗ୍ନିଶମ କର୍ମଚାରୀଙ୍କ ଦ୍ବାରା ଉଦ୍ଧାର
(୬) ଏପ୍ରିଲ ୩ରୁ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଦଶମ ଶ୍ରେଣୀ ସମ୍ମେଟିଭ୍‌-୨ ପରୀକ୍ଷା ଉତ୍ତର ଖାତା ମୂଲ୍ୟାୟନ, ୧୨ ଦିନରେ ସରିବ ଖାତାଦେଖା
(୭) ଆସନ୍ତା ୨୩ ତାରିଖ ବେଳକୁ ଆସୁଛି ଆଉ ଏକ ପଶ୍ଚିମାଝଡ଼, ଭୁବନେଶ୍ବରରେ ସର୍ବାଧିକ ୧୯.୨ମିମି ବର୍ଷା ହୋଇଥିବା ସୂଚନା
(୮) ସୁନ୍ଦରଗଡ଼ ତଳସରା ଥାନା ଦମପୁଡ଼ା ଗାଁରେ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
(୯) ଆଉ ୨୧ ମାସ ବଢିଲା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ
(୧୦) କଳାହାଣ୍ଡିରେ ଦଶମ ପରୀକ୍ଷାରେ ଭୁଲ ପ୍ରଶ୍ନ ଓ ଉତ୍ତର ବଣ୍ଟନ ଘଟଣା, ୮ କୋର୍ଟ ଚାଲାଣ

Hot this week

ଜାପାନରେ ୬.୭ ତୀବ୍ରତାର ଭୂକମ୍ପ : ସୁନାମି ସତର୍କତା ଜାରି

ଟୋକିଓ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ...

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

Related Articles

Popular Categories