www.samajalive.in
Sunday, December 7, 2025
14.1 C
Bhubaneswar

ପଞ୍ଜାବରେ ମିଗ୍‌-୨୯ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ଚଣ୍ଡୀଗଡ଼: ପଞ୍ଜାବରେ ଭାରତୀୟ ବାୟୁସେନାର ମିଗ୍‌-୨୯ ଯୁଦ୍ଧ ବିମାନ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ନୱାଁସହର ଜିଲା ଅନ୍ତର୍ଗତ ଚୁହାଡ଼ପୁର ଗାଁ ନିକଟରେ ବିମାନଟି ଆକାଶରୁ ହଠାତ୍‌ ଖସିପଡ଼ିଥିଲା। ଏହା ପରେ ସେଥିରେ ନିଆଁ ଲାଗିଯାଇଥିଲା। ଯୁଦ୍ଧ ବିମାନରୁ ପାଇଲଟ୍‌ ଏମ.କେ. ପାଣ୍ଡେ ସୁରକ୍ଷିତ ଭାବେ ବାହାରି ଆସିଥିଲେ। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ରହିଛି। ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବୈଷୟିକ ତ୍ରୁଟି ଯୋଗୁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ତେବେ ବିମାନ ଖସିପଡ଼ିବା ପରେ ଆଖପାଖ ଗାଁର ଲୋକମାନେ ପ୍ରଥମେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଖବର ପାଇ ଜିଲା ଏବଂ ପୁଲିସ ପ୍ରଶାସନ ସେଠାରେ ପହଞ୍ଚିଥିଲେ। ଘଟଣା ସମ୍ପର୍କରେ ବାୟୁସେନାକୁ ଖବର ଦିଆଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories