www.samajalive.in
Tuesday, December 9, 2025
19.1 C
Bhubaneswar

ମିଗ୍ ୨୯କେ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ୨ ପାଇଲଟ୍

ଗୋଆ: ଗୋଆରେ ଶନିବାର ଭାରତୀୟ ବାୟୁ ସେନାର ଏକ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଗ୍ ୨୯କେ ଯୁଦ୍ଧ ବିମାନ ପ୍ରଶିକ୍ଷଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏଥିରେ ଥିବା ଦୁଇ ଜଣ ପାଇଲଟ୍ ସୌଭାଗ୍ୟବଶତଃ ବର୍ତ୍ତି ଯାଇଛନ୍ତି।

- Advertisement -

ଗୋଆ ଦାବୋଲିମର ଏକ ଘାଟିରୁ ଏହି ଯୁଦ୍ଧ ବିମାନ ପ୍ରଶିକ୍ଷଣ ପାଇଁ ଉଡାଣ ଭରିଥିଲା। ଅଳ୍ପ କିଛି ଦୂର ଯିବା ପରେ ହଠାତ୍ ବିମାନରେ ନିଆଁ ଲାଗି ଯାଇଥିଲା। ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ତଳକୁ ଖସି ପଡିଥିଲା। ବିମାନରେ ଥିବା ପାଇଲଟ୍ ଏମ୍.ଶିଓଖଣ୍ଡ ଏବଂ ଦୀପକ ଯାଦବ ବିମାନରୁ ଡେଇଁ ଉଭୟ ନିଜ ଜୀବନ ବଞ୍ଚାଇଛନ୍ତି।

 

Hot this week

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

Related Articles

Popular Categories