www.samajalive.in
Sunday, December 7, 2025
23.1 C
Bhubaneswar

 ମୁମ୍ବଇ କଂଗ୍ରେସ କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବଇ :  କଂଗ୍ରେସରେ ଜାରି ରହିଥିବା ଇସ୍ତଫା କ୍ରମରେ ସାମିଲ ହୋଇଛନ୍ତି ମିଲିନ୍ଦ ଦେଓରା। ମୁମ୍ବଇ କଂଗ୍ରେସ କମିଟି ଅଧ୍ୟକ୍ଷ ପଦରୁ ସେ ଇସ୍ତଫା ଦେଇଛନ୍ତି । ଦିଲ୍ଲୀରେ ଦଳୀୟ ସଂଗଠନକୁ ସୁଦୃଢ କରିବା ପାଇଁ ସେ ରବିବାର ନିଜର ଇସ୍ତଫା ସଂପର୍କରେ ଘୋଷଣା କରିଛନ୍ତି । ଗତ ୨୬ ତାରିଖରେ ସେ ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କରିଥିଲେ।

ଲୋକସଭା ନିର୍ବାଚନର ଏକମାସ ପୂର୍ବରୁ ସଞ୍ଜୟ ନିରୁପମଙ୍କ ସ୍ଥାନରେ ମିଲିନ୍ଦ ଦେଓରାଙ୍କୁ ମୁମ୍ବଇ କଂଗ୍ରେସ କମିଟି ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଥିଲା। ତେବେ ସାଧାରଣ ନିର୍ବାଚନରେ କଂଗ୍ରେସ ମୁମ୍ବଇରେ ସମସ୍ତ ଛଅଟି ଲୋକସଭା ଆସନରେ ପରାଜିତ ହୋଇଥିଲା। ଅନ୍ୟ ପକ୍ଷରେ ଆଗାମୀ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏକ ତିନି ଜଣିଆ କମିଟି ଗଠନ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories