www.samajalive.in
Saturday, December 6, 2025
23.1 C
Bhubaneswar

ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର- ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ସରକାରଙ୍କ ପକ୍ଷରୁ କରାଯାଉଛି ଯୋଜନା । ଏନେଇ ମଙ୍ଗଳବାର ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ‘୨୦୦ ଏମ୍‌ଏଲ୍‌ ଭିଟାମିନ୍‌ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରାଯାଉଛି। ଗିଫ୍ଟ ମିଲ୍‌କ୍କ ମାଧ୍ୟମରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ କ୍ଷୀର ଦିଆଯିବାର ଶୁଭାରମ୍ଭ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରିବାକୁ ବ୍ୟବସ୍ଥା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି, ଲୋକଙ୍କ ବିକାଶ ପାଇଁ ୩ ହଜାର ଗାଈ ଦେବାକୁ ବ୍ୟବସ୍ଥା କରାଯାଉଛି। କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଗୋକୁଳ ଯୋଜନାରେ ପାଖାପାଖି ୩୮ କୋଟି ଖର୍ଚ୍ଚ ହେବ।

ମକର ସଂକ୍ରାନ୍ତି : ସୂର୍ଯ୍ୟ କଲେ ରାଶି ପରିବର୍ତ୍ତନ, ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ..

- Advertisement -

ଓଡିଶାବାସୀଙ୍କର ଅର୍ଥନୈତିକ ଅବସ୍ଥାକୁ ସ୍ଥିର କରିବା, ବିକଶିତ ଭାରତ ବିକଶିତ ଓଡିଶା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଥିବା ଲକ୍ଷ୍ୟ ଅନୁଯାୟୀ ଗ୍ରାମାଞ୍ଚଳର ଅର୍ଥନୈତିକ ବିକାଶ କରିବା ପାଇଁ ମହିଳା, ଆଦିବାସୀଙ୍କ ବିକାଶ କରିବା ପାଇଁ ୩୦୦୦ ଗାଈର ବ୍ୟବସ୍ଥା କରାଯାଇଛି।

ଦେଖନ୍ତୁ ଭିଡିଓ ; ପୁଣି ଟ୍ରେନ୍‌ ଦୁର୍ଘଟଣା, ତାମିଲନାଡୁରେ ଯାତ୍ରୀବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories