ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର- ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ
ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ସରକାରଙ୍କ ପକ୍ଷରୁ କରାଯାଉଛି ଯୋଜନା । ଏନେଇ ମଙ୍ଗଳବାର ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ‘୨୦୦ ଏମ୍ଏଲ୍ ଭିଟାମିନ୍ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରାଯାଉଛି। ଗିଫ୍ଟ ମିଲ୍କ୍କ ମାଧ୍ୟମରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ କ୍ଷୀର ଦିଆଯିବାର ଶୁଭାରମ୍ଭ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ … Continue reading ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର- ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed