www.samajalive.in
Saturday, December 6, 2025
19.1 C
Bhubaneswar

ସାରା ଦେଶରେ ଯାଞ୍ଚ ହେବ ଦୁଗ୍ଧ ଓ ଦୁଗ୍ଧଜାତ ସାମଗ୍ରୀ

ନୂଆଦିଲ୍ଲୀ : ଏବେ ସାରା ଦେଶରେ ଯାଞ୍ଚ ହେବ କ୍ଷୀର। ଦୁଗ୍ଧ ଓ ଦୁଗ୍ଧଜାତ ସାମଗ୍ରୀ ଯାଞ୍ଚ କରିବ ଏଫଏସଏସଏଆଇ। ଏନେଇ ଗୁରୁବାର ସୂଚନା ମିଳିଛି। ଅପମିଶ୍ରଣ ରୋକିବାକୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। କ୍ଷୀର, ଦହି,ଘିଅ,ଛେନା, ପନିର୍‌‌, ଖୁଆ, ଆଇସକ୍ରିମ ମଧ୍ୟ ଯାଞ୍ଚ ହେବ। ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ଜିଲାମାନଙ୍କରେ ଯାଞ୍ଚ କରାଯିବ। ଦେଶର ସବୁ ଜିଲାରୁ ସାମ୍ପଲ୍‌‌ ସଂଗ୍ରହ କରି ଏଫଏସଏସଏଆଇ ଯାଞ୍ଚ କରିବ। ସଂଗଠିତ ଓ ଅସଂଗଠିତ କ୍ଷେତ୍ରରୁ ସାମ୍ପଲ ସଂଗ୍ରହ କରି ଯାଞ୍ଚ କରାଯିବ। ଏଫଏସଏସଏଆଇ-ଫୁଡ୍‌‌ ସେଫ୍ଟି ଷ୍ଟାଣ୍ଡାର୍ଡ ଅଥରିଟି ଅଫ୍‌‌ ଇଣ୍ଡିଆ ପକ୍ଷରୁ ଏହି ସୂଚନା ମିଳିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories