www.samajalive.in
Sunday, December 7, 2025
16.1 C
Bhubaneswar

୧୮୮ ହିନ୍ଦୁ ପ୍ରବାସୀଙ୍କୁ ନାଗରିକତା ପ୍ରମାଣପତ୍ର ବଣ୍ଟନ କରିବେ ଅମିତ ଶାହା

ଡେସ୍କ:କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଆଜି ଅହମ୍ମଦାବାଦରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନାଗରିକତା ସଂଶୋଧନ ଆଇନ (ସିଏଏ) ଅଧୀନରେ ୧୮୮ ଜଣ ହିନ୍ଦୁ ପ୍ରବାସୀଙ୍କୁ ନାଗରିକତା ପ୍ରମାଣପତ୍ର ବଣ୍ଟନ କରିବେ। ଗୁଜରାଟ ଗସ୍ତରେ ଥିବା ମନ୍ତ୍ରୀ ଅହମ୍ମଦାବାଦରେ ଅହମ୍ମଦାବାଦ ମ୍ୟୁନିସିପାଲ କର୍ପୋରେସନର ୧୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ ।

ଆଜି ସକାଳେ ଶ୍ରୀ ଶାହା ଅହମ୍ମଦାବାଦ ମ୍ୟୁନିସିପାଲ କର୍ପୋରେସନର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଥିଲେ, ଯେଉଁଥିରେ ଅହମ୍ମଦାବାଦର ବୋଡକ ଦେବଠାରେ ଅକ୍ସିଜେନ ପାର୍କ, ଅହମ୍ମଦାବାଦର ମକ୍ରାବା ଅଞ୍ଚଳରେ ଜିମ୍ନାସିୟମ ଏବଂ ସୁଇମିଂ ପୁଲ ଅନ୍ତର୍ଭୁକ୍ତ।

- Advertisement -

ପ୍ରହ୍ଲାଦ ନଗରରେ ଆୟୋଜିତ ଏକ ସାଧାରଣ କାର୍ଯ୍ୟକ୍ରମରେ ମନ୍ତ୍ରୀ ଏଏମସିର ଘରକୁ ଘର ବର୍ଜ୍ୟବସ୍ତୁ ସଂଗ୍ରହ ଭ୍ୟାନକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ଏକ ସାଧାରଣ ସଭାରେ ଉଦବୋଧନ ଦେବେ। ପରେ ଶ୍ରୀ ଶାହା ସାବରମତୀରେ ଦଳୀୟକର୍ମୀଙ୍କୁ ସମ୍ବୋଧିତ କରିବେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories