www.samajalive.in
Saturday, December 6, 2025
23.1 C
Bhubaneswar

ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସରେ ଶିମିଳିପାଳ ଉତ୍ତର ଡିଭିଜନ ପକ୍ଷରୁ ମିନି ମାରାଥନ

ଠାକୁରମୁଣ୍ଡା: ଶିମିଳିପାଳ ବଣ୍ୟପ୍ରାଣୀ ଡିଭିଜନ(ଉତ୍ତର) ଯଶିପୁର ଆନୁକୂଲ୍ୟରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ୨୦୨୪ରେ ଶିମିଳିପାଳ ପାଇଁ ଏକ ଦୌଡ଼ ଅବସରରେ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ଶିମିଳିପାଳର ରାଜକୁମାରୀ ଖଇରୀ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଖଇରୀ ନିବାସଠାରୁ ଗୋଇଲି ଶିବ ମନ୍ଦିର ଏବଂ ଡେପୁଟି ଡାଇରେକ୍ଟର ଶିମିଳିପାଳ ଉତ୍ତର ଡିଭିଜନ କାର୍ଯ୍ୟାଳୟକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ସମୁଦାୟ ୫ କିମି ଦୌଡ଼ରେ ଛାତ୍ରଛାତ୍ରୀ, ସରକାରୀ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ସାଧାରଣ ଲୋକ ସାମିଲ ହୋଇଥିଲେ। ମିନି ମାରାଥନ ପରେ ଡିଡିଙ୍କ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜଙ୍ଗଲ, ପରିବେଶ ଓ ଜୀବ ଜନ୍ତୁ ସଂରକ୍ଷଣ ପାଇଁ ସର୍ବସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା ପାଇଁ ଅତିଥିମାନେ ବାର୍ତ୍ତା ରଖିଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories