ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ କ୍ଷୁଦ୍ର ବିଜ୍ଞାନ କେନ୍ଦ୍ର ଉଦଘାଟିତ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ ଭାରତର ଅଗ୍ରଣୀ ମେଟାଲର୍ଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ମିନି ସାଇନ୍ସ ସେଣ୍ଟର୍ ଉଦଘାଟନ କରିଛି । ପାରମ୍ପରିକ ଶିକ୍ଷାଦାନ ପ୍ରଣାଳୀକୁ ସାହାଯ୍ୟ କରିବା ଓ ଛାତ୍ରଙ୍କ ଲାଗି ଏସଟିଇଏମ (ବିଜ୍ଞାନ, ପ୍ରଯୁକ୍ତି, ଇଂଜିନିୟରିଂ, ଗଣିତ) ଉପରେ ପିଲାମାନଙ୍କୁ ବୁଝିବା ଓ ଶିକ୍ଷାକୁ ସହଜ କରାଇବା ଲାଗି ଏହି ଅଭିନବ କେନ୍ଦ୍ର ପରିକଳ୍ପନା କରାଯାଇଛି । ମିନି ସାଇନ୍ସ ସେଣ୍ଟର୍ ହ୍ୟାଣ୍ଡସ ଅନ ମଡେଲ, ଗ୍ରାଫିକ ବ୍ୟାଖ୍ୟା, ପ୍ଲଗ ଓ … Continue reading ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ କ୍ଷୁଦ୍ର ବିଜ୍ଞାନ କେନ୍ଦ୍ର ଉଦଘାଟିତ