www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ ସବୁ ସ୍କୁଲରେ ଲାଗିବ ସିସିଟିଭି- ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ସବୁ ସ୍କୁଲରେ ଲାଗିବ ସିସିଟିଭି । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦନ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଯେ ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର । ସିବିଏସଇ ସ୍କୁଲ ଭଳି ରାଜ୍ୟର ସବୁ ସ୍କୁଲରେ ସିସିଟିଭି ଲଗାଯିବ । ଏପରିକି ସବୁ ସ୍କୁଲରେ ଆଇସିସି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସିବିଏସଇ ସ୍କୁଲ ସୁରକ୍ଷା ଅଧୀନରେ ଆଫିଲିଏସନ ବାଏ ଲ-୨୦୧୮ ସଂଶୋଧନ କରିଛି । ବୋର୍ଡର ସମସ୍ତ ଆଫିଲିଏଡ ସ୍କୁଲ ପାଇଁ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ କରିଛି । ଜାତୀୟ ଶିଶୁ ସୁରକ୍ଷା ଆୟୋଗର ମାର୍ଗଦର୍ଶିକା ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories