www.samajalive.in
Monday, December 15, 2025
26.1 C
Bhubaneswar

ରକ୍ତଦାନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ବଲାଙ୍ଗିର : ଅନ୍ତର୍ଜାତୀୟ ସ୍ଵେଚ୍ଛାକୃତ ରକ୍ତଦାନ ଦିବସ ଅବସରେ ଲୋଇସିଂହାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଶିବିରରେ ଯୋଗଦେଇ ରକ୍ତଦାନ କରିଛନ୍ତି ।

ସମାଜର ହିତ ଏବଂ ଅନ୍ୟର ବହୁମୂଲ୍ୟ ଜୀବନ ବଞ୍ଚାଇବା ପାଇଁ ଆଗେଇ ଆସିଥିବା ସମସ୍ତ ରକ୍ତଦାତାଙ୍କୁ ମନ୍ତ୍ରୀ ଡ. ମହାଲିଙ୍ଗ ଉତ୍ସାହିତ କରିବା ସହ ସାଧୁବାଦ ଜଣାଇଛନ୍ତି । ଆଗାମୀ ଦିନରେ ଏହା ଆହୁରି ବିଶାଳ ରୂପ ନେଉ ଏବଂ ଅଧିକରୁ ଅଧିକ ବ୍ୟକ୍ତି ରକ୍ତଦାତା ଭାବେ ଆଗେଇ ଆସନ୍ତୁ ବୋଲି ସମସ୍ତଙ୍କୁ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ରକ୍ତଦାନ କରିଥିବା ରକ୍ତଦାତାଙ୍କୁ ମନ୍ତ୍ରୀ ଡ. ମହାଲିଙ୍ଗ ପ୍ରମାଣପତ୍ର ବଣ୍ଟନ କରିଥିଲେ ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories