www.samajalive.in
Saturday, December 6, 2025
16.1 C
Bhubaneswar

ହଠାତ୍ କଟାଯିବନି ରାସନ କାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ କାହାର ହଠାତ୍ କଟାଯିବନି ରାସନ କାର୍ଡ । ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ୩୦ ଲକ୍ଷ ୭୩୪ ଲୋକ ଇ-କେଓ୍ବାଇସି କରିନାହାନ୍ତି। ମାର୍ଚ୍ଚ ୩୧ ତାରିଖ ପରେ ଜଣାପଡିବ କେତେ ଲୋକ ଇ-କେଓ୍ବାଇସି କରିନାହାନ୍ତି । ମାର୍ଚ୍ଚ ମାସ ପରେ ଫିଲ୍ଡ ଭିଜିଟ୍ କରି ଇ-କେଓ୍ବାଇସି କାହିଁକି ହୋଇନି, ଯାଞ୍ଚ ହେବ। ୬ ଲକ୍ଷ ୩୫ ହଜାର ଲୋକ ପୂର୍ବରୁ ପୋର୍ଟାଲ ଜରିଆରେ ଆବେଦନ କରିଛନ୍ତି। ବର୍ତ୍ତମାନ ସେମାନଙ୍କର ସର୍ଭେ ଚାଲିଛି। ଏପ୍ରିଲ ୧୫ ତାରିଖ ସୁଦ୍ଧା ସର୍ଭେ କାମ ସରିବ। ସର୍ଭେ କରାଯିବା ପରେ ନୂଆ ହିତାଧିକାରୀମାନେ  ରାସନ ପାଇବେ। ନୂଆ ପୋର୍ଟାଲ ଖୋଲିଛି, ୫୦ ହଜାର ଆବେଦନ ଆସିଛି ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories