www.samajalive.in
Monday, December 8, 2025
24.1 C
Bhubaneswar

ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି- ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସବୁ ଧାନ ମଣ୍ଡିରେ ଲାଗିବ ସିସି କ୍ୟାମେରା । ଏନେଇ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ମଣ୍ଡିରେ ଦୁର୍ନୀତି ରୋକିବାକୁ ଟେକ୍ନୋଲୋଜିର ବ୍ୟବହାର ହେବ । ମଣ୍ଡିରେ ସିସିଟିଭି ସହିତ ଧାନ ନେଇ ଯାଉଥିବା ଗାଡିରେ ଜିପିଏସ୍‍ ଲାଗିବ । ୨ମାସରେ ଯୋଜନା କରାଯାଇ କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ ବୋଲି ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories