www.samajalive.in
Tuesday, December 9, 2025
19.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରିପରିଷଦ ବୈଠକ

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ମନ୍ତ୍ରିପରିଷଦ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଉପସ୍ଥିତ ରହିଛନ୍ତି ସମସ୍ତ ବିଭାଗର ମନ୍ତ୍ରୀ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିବା ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ।

Hot this week

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

Related Articles

Popular Categories