www.samajalive.in
Friday, December 5, 2025
23.1 C
Bhubaneswar

ମହାନଦୀ ଜଳ ବିବାଦ ପ୍ରସଙ୍ଗ: ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମହାନଦୀ ବିବାଦରେ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏନେଇ ଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ନଭେମ୍ବର ୧୦ ତାରିଖରେ ମୁଖ୍ୟ ଶାସନ ସଚିବ ସ୍ତରୀୟ ବୈଠକ ବସିଥିଲା। ଉଭୟ ରାଜ୍ୟର ବୈଷୟିକ ଟିମଙ୍କ ମଧ୍ୟରେ ଛଅ ଥର ଆଲୋଚନା ହୋଇଛି।

ଆସନ୍ତାକାଲି ମଧ୍ୟ ଏନେଇ ଜଏଣ୍ଟ ଟେକ୍ନିକାଲ ଟିମଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଆସନ୍ତା ୨୦ ତାରିଖରେ ଟ୍ରିବ୍ୟୁନାଲ ଶୁଣାଣି ମଧ୍ୟ ହେବ । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଗୃହରେ ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories