www.samajalive.in
Friday, December 5, 2025
23.1 C
Bhubaneswar

ଯିଏବି ସଂପୃକ୍ତ ଥିବ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ଆଇନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଯେ ଘଟଣାରେ ଯିଏବି ସଂପୃକ୍ତ ଥିବ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ପୁଲିସ ତା’ର କାର୍ଯ୍ୟ କରୁଛି । ତଦନ୍ତ ସଠିକ୍‌ ଭାବେ କରାଯାଉଛି ।

ଘଟଣାରେ ବିଜେଡି ନେତାଙ୍କ ସଂପୃକ୍ତି ଥିବା ଜାଣିବା ପରେ ବିଜେଡିର ପୂର୍ବତନ ବିଧାୟକ ତଥା ଜିଲା ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି । ତାଙ୍କ ସହିତ ଅନ୍ୟ ୪ଜଣ ମଧ୍ୟ ଗିରଫ ହୋଇଛନ୍ତି ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories