www.samajalive.in
Wednesday, December 10, 2025
18.1 C
Bhubaneswar

ଅଯୋଗ୍ୟ ରାସନ୍ କାର୍ଡଧାରୀ ସରେଣ୍ଡର୍‌ କରନ୍ତୁ, ନଚେତ୍ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ଅଯୋଗ୍ୟ ରାସନ୍ କାର୍ଡ ହିତାଧିକାରୀଙ୍କୁ ତାଗିଦ୍ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।  ସେ କହିଛନ୍ତି  ଯଦି କେହି ଅଯୋଗ୍ୟ ହିତାଧିକାରୀ ଅଛନ୍ତି, ତେବେ ତୁରନ୍ତ ସରେଣ୍ଡର କରିଯାଆନ୍ତୁ। ଯଦି ସରେଣ୍ଡର ନକରିବେ , ତାହାଲେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ  । କାର୍ଡ ସରେଣ୍ଡର କଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନାହିଁ। ସାରା ରାଜ୍ୟରେ ଲକ୍ଷ ଲକ୍ଷ ଅଯୋଗ୍ୟ ହିତାଧିକାରୀ ଅଛନ୍ତି। ସେମାନଙ୍କ ମଧ୍ୟରେ କିଏ ସରକାରୀ ଚାକିରି କରିଛନ୍ତି ତ ଆଉ କିଏ ଡାକ୍ତର ଏବଂ ଶିକ୍ଷକ ପଦବୀରେ କାର୍ଯ୍ୟରତ ଅଛନ୍ତି। ସବୁ ପ୍ରକାର ଲୋକ ଅଛନ୍ତି । ତେଣୁ ମୁଁ ନିବେଦନ କରୁଛି ଇ-କେଓ୍ବାଇସି ସରିବା ପୂର୍ବରୁ ସରେଣ୍ଡର କରନ୍ତୁ। ଏହାର କୌଣସି ଡେଡଲାଇନ୍ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories