www.samajalive.in
Sunday, December 14, 2025
26.1 C
Bhubaneswar

ଆଳୁ ଗୋଦାମରେ ତଦାରଖ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣରେ ନାହିଁ କି ଆଳୁ । ଯଦି ଆଳୁ ମହଜୁଦ ଅଛି ତେବେ କାହିଁକି ଦର ବୃଦ୍ଧି ହେଉଛି । ଏହାର ସ୍ଥିତି ପରଖିବାକୁ ଆଳୁ ଗୋଦାମରେ ପହଞ୍ଚିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଭୁବନେଶ୍ୱର ଆଇଗିଣିଆ ସ୍ଥିତ ଗୋଦାମରେ ପହଞ୍ଚି ତଦାରଖ କରୁଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ।ବ୍ୟବସାୟୀଙ୍କୁ ଭେଟିବା ଆଲୋଚନା କରିବା ସହ କଳାବଜାରିର ତଦାରଖ କରିଛନ୍ତି ମନ୍ତ୍ରୀ । ଏହାପରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ରୁ ୮ଦିନ ଯାଏଁ ଆଳୁ ମହଜୁଦ ରହିଛି । ପଶ୍ଚିମବଙ୍ଗରୁ ଆଳୁ ଟ୍ରକ ଆସିବା ବନ୍ଦ ରହିଥିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି ପାଇଛି । ତେବେ ଉତ୍ତରପ୍ରଦେଶରୁ ଆଳୁ ଆଣିବାକୁ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories