www.samajalive.in
Monday, December 15, 2025
26.1 C
Bhubaneswar

ସ୍ମାର୍ଟ ସିଟିରେ ଜଳବନ୍ଦୀ ସମସ୍ୟା; ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହାରାଞ୍ଚଳରେ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ପ୍ରଚେଷ୍ଟା କରାଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନଗମ ପକ୍ଷରୁ ସଫେଇ କରାଯାଇଥିବା ବେଳେ ମଙ୍ଗଳବାର ବିଭାଗୀୟ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ବିଏମସି ଅଞ୍ଚଳରେ ଥିବା ଇସ୍କନ ମନ୍ଦିର, ଭୋଇନଗର ନାଳ ନମ୍ବର ୧, ରାଜୀବ ନଗର ନାଳ ୯ ନମ୍ବର, ବୋମିଖାଲ, ସମେତ ବିଭିନ୍ନ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କରିଛନ୍ତି । ପୂର୍ବରୁ ବର୍ଷା ଦିନରେ ଏହି ସବୁ ଅଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୁଏ । କେତେକ ସ୍ଥାନରେ ନିକଟରେ ନୂଆ ନାଳ ତିଆରି ପାଇଁ ଅର୍ଥ ମଞ୍ଜୁର ହୋଇଥିବା ବେଳେ ବିଏମସି ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories