www.samajalive.in
Monday, December 8, 2025
27.1 C
Bhubaneswar

ଅନ୍ଧାର ରାତିରେ ବାତ୍ୟା ଆଶ୍ରୟସ୍ଥଳୀ ବୁଲି ତଦାରଖ କଲେ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ମାଡି ଆସୁଛି। ୨୪ ତାରିଖ ରାତିରୁ ୨୫ତାରିଖ ସକାଳେ ଏହା ପ୍ରଳୟ ରଚିବ। ତେବେ ବାତ୍ୟା ପାଇଁ ସରକାର ସଜାଗ ରହିବା ସହ ମନ୍ତ୍ରୀମାନଙ୍କୁ ଜିଲା ଦାୟିତ୍ୱ ଦିଆଯାଇଥିବାରୁ ସେମାନେ ତଦାରଖ କରୁଛନ୍ତି। ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ଥିବାରୁ ଭଦ୍ରକ ଜିଲା ଧାମନଗରରେ ବାତ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ବ୍ୟବସ୍ଥା କରାଯାଇଛି ତାହାର ତଦାରଖ କରିବା ସହ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories