www.samajalive.in
Tuesday, December 9, 2025
26.1 C
Bhubaneswar

ନବୀନଙ୍କ ମନ୍ତ୍ରୀ ପରିଷଦ ବୈଠକ : ୫ଦିଗ ଉପରେ ଗୁରୁତ୍ବାରୋପ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଞ୍ଚଟି ଦିଗ ଉପରେ ଧ୍ୟାନ ଦେବା ପାଇଁ ମନ୍ତ୍ରୀ ପରିଷଦ ସଦସ୍ୟମାନଙ୍କୁ ପରାମର୍ଶ ଦେଇଛନ୍ତି। ଗୁରୁବାର ସଚ୍ଚିବାଳୟରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦର ଏକ ଗୁରୁତ୍ବପୂର୍ଣ୍ଣ ବୈଠକର ଅଧ୍ୟକ୍ଷତା କରି ନବୀନ ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍‌ସପରାନ୍ସି, ଟ୍ରାନ୍ସଫର୍ମେସନ୍‌ ଓ ଟାଇମ୍‌- ପାଞ୍ଚଟି ‘ଟି’ ଉପରେ ଗୁରୁତ୍ବାରୋପ କରିଥିଲେ। ବୈଠକରେ ଆଲୋଚନା କାଳରେ ମୁଖ୍ୟମନ୍ତ୍ରୀ ପରିଷଦ ସଦସ୍ୟମାନଙ୍କୁ ତ୍ବରିତ ଭାବରେ ବିଭିନ୍ନ ସରକାରୀ ଯୋଜନାର କାର୍ୟ୍ୟାନ୍ବୟନ ଦିଗରେ ପଦକ୍ଷେପ ନେବାକୁ କହିଛନ୍ତି। ସମ୍ପ୍ରତି ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ ହେବା ପରେ ଏବଂ ଶୁକ୍ରବାରଠାରୁ ଦ୍ବିତୀୟ ପର୍ୟ୍ୟାୟ ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ସଦସ୍ୟମାନେ ଲୋକାଭିମୁଖୀ ହେବାକୁ ନବୀନ ପରାମର୍ଶ ଦେଇଛନ୍ତି।

Hot this week

ଭାରତର ଦ୍ୱିତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ଦ୍ୱିତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories