www.samajalive.in
Friday, December 5, 2025
23.1 C
Bhubaneswar

ପୁରୀରେ ଚାଞ୍ଚଲ୍ୟ: ନାବାଳିକାଙ୍କୁ ଗଣଦୁଷ୍କର୍ମ କଲେ ଭାଇ ଓ ଦାଦା !

ସମାଜ ଡିଜିଟାଲ ଡେସ୍କ: ପୁରୀ ଜିଲାରୁ ଚାଞ୍ଚଲ୍ୟ ଖେଳାଇଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକାଙ୍କୁ ସମ୍ପର୍କୀୟ ଭାଇ ଏବଂ ଦାଦା ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗତ କାଳୀପୂଜା ଭସାଣ ଦିନ ନାବାଳିକାଙ୍କ ସହିତ ଏହି ବର୍ବୋରଚିତ କାଣ୍ଡ ଘଟିଥିବା ଜଣାପଡ଼ିଛି। ପୀଡ଼ିତା ଜଣକ ଏ ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ପରେ ଘଟଣାଟି ଲୋକଲୋଚନକୁ ଆସିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories