www.samajalive.in
Saturday, December 6, 2025
15.1 C
Bhubaneswar

କଞ୍ଚାଲଙ୍କା ପକୋଡା

ଆବଶ୍ୟକ ସାମଗ୍ରୀ
ବେସନ – ୩କପ
କଞ୍ଚା ଲଙ୍କା – ବଡ ଆକାରର ୭ ରୁ ୮ଟି
ତେଲ – ଆବଶ୍ୟକ ପରିମାଣରେ
ପାଣି – ଅଳ୍ପ
ଜୁଆଣି – ଅଳ୍ପ
ଲଙ୍କାଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଅଳ୍ପ
ହେଙ୍ଗୁ – ଅଳ୍ପ
ଚାଉଳଗୁଣ୍ଡ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ଏକ ପାତ୍ରରେ ବେସନ, ଚାଉଳ ଗୁଣ୍ଡ ମିଶାଇ ଦିଅନ୍ତୁ। ଏବେ ଏଥିରେ ଲଙ୍କା ଗୁଣ୍ଡ, ହେଙ୍ଗୁ, ହଳଦୀ, ସ୍ୱାଦ ଅନୁସାରେ ଲୁଣ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ଅଳ୍ପ ତେଲ ପକାଇ ଗୋଳାଇ ଦିଅନ୍ତୁ। ଏବେ ଲଙ୍କାକୁ ଦୁଇ ଫାଳ କରି ଏହା ଭିତରୁ ମଞ୍ଜି ବାହାର କରି ଦିଅନ୍ତୁ। ଏବେ ଗ୍ୟାସରେ କଡେଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଲଙ୍କାକୁ ଏହି ମିଶ୍ରଣରେ ଗୋଳାଇ ତେଲରେ ଛାଣି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଞ୍ଚାଲଙ୍କା ପକୋଡା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories