www.samajalive.in
Saturday, December 6, 2025
15.1 C
Bhubaneswar

ଓ୍ବାଲମାର୍ଟ ଷ୍ଟୋରରେ ଆକ୍ରମଣ, ଆତତାୟୀ ଛୁରାମାଡ଼ରେ ୧୧ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ଆମେରିକାର ଉତ୍ତର ମିଚିଗାନର ଟ୍ରାଭର୍ସ ସହରରେ ଥିବା ଏକ ଓ୍ବାଲମାର୍ଟ ଷ୍ଟୋରରେ ଶନିବାର ଆତଙ୍କବାଦୀ ଆକ୍ରମଣ ଘଟିଛି। ଜଣେ ଆତତାୟୀ ଷ୍ଟୋରରେ ୧୧ ଜଣ ଗ୍ରାହକଙ୍କୁ ଛୁରାମାଡ଼ କରିଛି।  ଏହି ଘଟଣାକୁ ନେଇ ଷ୍ଟୋର ପରିସରରେ ଭୟର ବାତାବରଣ ଖେଳିଯାଇଥିବାବେଳେ ତୁରନ୍ତ ପୁଲିସ ପହଞ୍ଚି ଅଭିଯୁକ୍ତକୁ କାବୁ କରିଛି।

ଘଟଣା ପରେ ସମ୍ପୃକ୍ତ ଅଞ୍ଚଳକୁ ନ ଯିବାକୁ ପୁଲିସ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ଛୁରାମାଡ଼ରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ମନସନ ମେଡିକାଲ ସେଣ୍ଟରରେ ଚିକିତ୍ସା କରାଯାଉଛି। ସେମାନଙ୍କ ଅବସ୍ଥା ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories