www.samajalive.in
Friday, December 5, 2025
23.1 C
Bhubaneswar

ପୁରୀରେ ହତ୍ୟାକାଣ୍ଡ, ଯୁବକଙ୍କୁ ମାରି ଫିଙ୍ଗିଦେଲେ ଦୁର୍ବୃତ୍ତ

ସମାଜ ଡିଜିଟାଲ ଡେସ୍କ: ପୁରୀ ବଳିଆପଣ୍ଡା ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ହତ୍ୟା କରାଯିବା ପରେ ଦୁର୍ବୃତ୍ତମାନେ ରାସ୍ତାରେ ତାଙ୍କ ମୃତଦେହ ଫିଙ୍ଗି ଚାଲିଯାଇଛନ୍ତି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି। ଯୁବକ ଜଣକୁ ଅନ୍ୟ କେଉଁଠାରେ ହତ୍ୟା କରାଯିବା ପରେ ଏଠାରେ ଆଣି ଫିଙ୍ଗିଦିଆଯାଇଥିବା ସନ୍ଦେହ କରାଯାଉଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories