www.samajalive.in
Saturday, December 6, 2025
23.1 C
Bhubaneswar

ବନ୍ଧୁକ ମୁନରେ ସୁନା ବ୍ୟବସାୟୀଙ୍କ ଠାରୁ ଲୁଟ୍

ପିପିଲି:ବନ୍ଧୁକ ସୁନରେ ସୁନା ବ୍ୟବସାୟୀଙ୍କ ଠାରୁ ଲୁଟ୍ । ପୁରୀ ଜିଲ୍ଲା ଡେଲାଙ୍ଗ ଠାରୁ ମାତ୍ର ୫୦୦ ମିଟର ଦୂରରେ ଏଭଳି କିଛି ଘଟଣା ଘଟିଛି। ଲୁଟର ଶୀକାର ହୋଇଥିବା ବ୍ୟବସାୟୀ ଜଣକ ପ୍ରଶାନ୍ତ ମହାପାତ୍ର ବୋଲି ଜଣାପଡିଛି। ସବୁ ଦିନ ପରି ବୁଧବାର ମଧ୍ୟ ପ୍ରଶାନ୍ତ ରାତିରେ ନିଜ ସୁନା ଦୋକାନ ବନ୍ଦ ସୁନା ଓ ରୂପା ଅଳଙ୍କାର ନେଇ ଘରକୁ ଆସୁଥିଲେ। ଏହି ସମୟରେ ୪ରୁ ୫ ଜଣ ଡକାୟତ ଆସି ତାଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ପରେ ସୁନା ଓ ରୁପା ଅଳଙ୍କାର ନେଇ ଚମ୍ପଟ ମାରିଥିଲେ। ପ୍ରାୟ୨୭୦ ଗ୍ରାମ ସୁନା ଓ ୬କେଜି ରୁପା ଅଳଙ୍କାର ଲୁଟ୍ ହୋଇଥିବାବେଳେ ଏହାର  ଅନୁମାନିକ ମୂଲ୍ୟ ୨୩ ଲକ୍ଷରୁ ଅଧିକ ହେବ। ଏନେଇ ବ୍ୟବସାୟୀ ଜଣଙ୍କ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି।ଡେଲାଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories