www.samajalive.in
Saturday, December 6, 2025
26.1 C
Bhubaneswar

ସଶସ୍ତ୍ର ଡକାୟତି; ପରିବାର ଲୋକଙ୍କୁ ବାନ୍ଧି ଲୁଟିନେଲେ ୧୨ ଭରି ସୁନା

ସମାଜ ଡିଜିଟାଲ ଡେସ୍କ: ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ କାନ୍ଦବାହାଲ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତ ହୋଇଛି। ୭ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ଘରେ ପଶି ଏହି ଡକାୟତି କରିଛନ୍ତି।

ଦୁର୍ବୃତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିବା ସହିତ ସେମାନଙ୍କୁ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ପରେ ଘରୁ ନଗଦ ୧ ଲକ୍ଷ ଟଙ୍କା ଓ ୧୨ ଭରି ଓଜନର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି।

- Advertisement -

ଖବର ପାଇ ପୁଲିସ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏଏସପି, ଏସଡିପିଓ ଏବଂ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ଘଟଣାର ଛାନଭିନ କରୁଥିବା ସୂଚନା ମିଳିଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories