www.samajalive.in
Monday, December 15, 2025
24.1 C
Bhubaneswar

ଯୋଗୀ ଆଦିତ୍ୟନାଥଙ୍କୁ ବୋମା ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ମିଳିଛି। ଯୋଗୀଙ୍କୁ ବୋମା ବିସ୍ଫୋରଣ କରି ଉଡ଼ାଇଦେବାକୁ କେହି ଦୁର୍ବୃତ୍ତ ଧମକ ଦେଇଛି।  ଶୁକ୍ରବାର ସକାଳେ ଏ ନେଇ ଏକ ଧମକପୂର୍ଣ୍ଣ ମେସେଜ ମିଳିଛି। ଦୁର୍ବୃତ୍ତ ଜଣକ ଡାଏଲ ୧୧୨ର ସୋସିଆଲ ମିଡିଆ ଡେସ୍କ ହ୍ବାଟ୍ସଆପ୍‌ରେ ଏହି ମେସେଜ ଆସିଛି। ଯୋଗୀ ଆଦିତ୍ୟନାଥ ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ପ୍ରତି ବିପଦ ବୋଲି ଦର୍ଶାଇ ବୋମା ବିସ୍ଫୋରଣ ଜରିଆରେ ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଛି। ଏ ନେଇ ଗୋମତି ନଗର ଥାନାରେ ଏତଲା ଦିଆଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories