www.samajalive.in
Sunday, December 7, 2025
23.1 C
Bhubaneswar

ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ବାରିପଦା : ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର କଲା ପୁଲିସ । ଗତକାଲିଠୁ ୭ ବର୍ଷୀୟ ନାବାଳିକା ନିଖୋଜ ଥିବା ପରିବାରଲୋକେ ଅଭିଯୋଗ ଆଣିଥିଲେ । ଆଜି ପୋଲପଳା ନଦୀ ତୁଠରୁ ନାବାଳିକାର ମୃତେଦହ ଉଦ୍ଧାର କରାଯାଇଛି । ନାବାଳିକାକୁ ଦୁଷ୍କର୍ମ ଓ ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାରଲୋକେ । ଏନେଇ ଅଭିଯୁକ୍ତ ସମ୍ପର୍କୀୟ କାକାକୁ ଗିରଫ କରି ତଦନ୍ତ କରୁଛି କୁଳିଅଣା ପୁଲିସ ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories