www.samajalive.in
Tuesday, December 9, 2025
16.1 C
Bhubaneswar

ମହିଳା ପଶୁ ଡ଼ାକ୍ତରଙ୍କ ଜଳନ୍ତା ମୃତଦେହ ଉଦ୍ଧାର

ହାଇଦରାବାଦ : ହାଇଦରାବାଦର ଶାଦନଗର ଅଣ୍ଡରପାସ ନିକଟରୁ ଜଣେ ୨୬ ବର୍ଷିୟ ମହିଳା ପଶୁ ଡ଼ାକ୍ତରଙ୍କ ଜଳନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମହିଳା ପଶୁ ଡ଼ାକ୍ତରଙ୍କୁ ବଳାତ୍କାର ପରେ ନିଆଁରେ ପୋଡି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି।
ସୂଚନା ଅନୁସାରେ, ହତ୍ୟା ପୂର୍ବରୁ ମୃତ ମହିଳା ଜଣଙ୍କ ତାଙ୍କ ଭଉଣୀଙ୍କୁ ଫୋନ କରିଥିଲେ। ଏହାପରେ ତାଙ୍କର ଫୋନ ବନ୍ଦ ହେଇଯାଇଥିଲା ଏବଂ ପରେ ପୁଲିସ ତାଙ୍କର ଜଳନ୍ତା ମୃତଦେହ ଉଦ୍ଧାର କରିଥିଲା। ଏନେଇ ପୁଲିସ ୪ଜଣଙ୍କୁ ଗିରଫ କରିଥିବା ଜଣାପଡିଛି। ମହିଳାଙ୍କୁ ନ୍ୟାୟ ପାଇଁ ସ୍ଥାନୀୟ ଲୋକେ ମହମବତୀ ଶୋଭାଯାତ୍ରାରେ ବାହାରିବା ପାଇଁ କହିଛନ୍ତି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories