www.samajalive.in
Saturday, December 6, 2025
26.1 C
Bhubaneswar

ବଦଳିବ ମିଶନ ଶକ୍ତି ଢାଞ୍ଚା

ଭୁବନେଶ୍ଵର: ଚଳିତ ମାସରେ ପୁନର୍ଗଠନ ହେବ ସ୍ଵୟଂ ସହାୟକ ଗୋଷ୍ଠୀ। ଜିପିଏଲଏଫ୍ , ସିପିଏଲ୍‌, ବିଏଲଏଫଙ୍କୁ ଜିଲ୍ଲା ଓ ରାଜ୍ୟସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ପୂର୍ବ ସରକାରରେ ବହୁ ମହିଳା ଏସ୍‌ଏଚ୍‌ଜିରୁ ବଞ୍ଚିତ ଅଛନ୍ତି। ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସବୁ ଘରକୁ ଯୋଡିବାକୁ ଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ୍ ସହ ଯୋଡିଥିଲେ। ଏବେ ସମସ୍ତଙ୍କୁ ଜିପିଏଲ୍ ନିର୍ବାଚନରେ ଭାଗ ନେବାକୁ ସୁଯୋଗ ମିଳିବ। ପୂର୍ବରୁ ଯେଉଁମାନେ ସଭାପତି ଏବଂ ସମ୍ପାଦକ ଅଛନ୍ତି , ସେମାନଙ୍କୁ ବାହାର କରି ନୂଆ ଲୋକ ହେବେ। ତୃଣମୂଳ ସ୍ତରରେ ନେତୃତ୍ଵ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories