www.samajalive.in
Monday, December 15, 2025
26.1 C
Bhubaneswar

ବିଶ୍ବନାଥପୁରରେ ମିଶନଶକ୍ତି କାଫେ ଉଦଘାଟିତ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲା ବିଶ୍ବନାଥପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ମିଶନଶକ୍ତି କାଫେ ଉଦଘାଟିତ ହୋଇଛି। ଶୁକ୍ରବାର ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଏହି କାଫେ ଉଦଘାଟନ କରିଛନ୍ତି। ଏହି ଅବସରରେ ବିଧାୟକ ଶ୍ରୀ ଦିଶାରୀଙ୍କ ସହିତ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀ, ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ ନାୟକ, ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, କନିଷ୍ଠ ଯନ୍ତ୍ରୀ ସ୍ମିତା ବିଶ୍ବାଳ, ଲାଞ୍ଜିଗଡ଼ ରୋଡ଼ ସରପଞ୍ଚ ମମତା ଶବର, ସମିତିସଭ୍ୟା ମୁକ୍ତା ଭୋଇ, ପୂର୍ବତନ ସରପଞ୍ଚ ଟଙ୍କଧର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories