www.samajalive.in
Saturday, December 6, 2025
14.1 C
Bhubaneswar

ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମିଥୁନ୍

କଲକାତା: ବିଜେପିରେ ଯୋଗଦେଲେ ସୁପରଷ୍ଟାର ମିଥୁନ୍‌ ଚକ୍ରବର୍ତ୍ତି। ମୋଦିଙ୍କ ବ୍ରିଗ୍ରେଡ୍‌ ଗ୍ରାଉଣ୍ଡ ରାଲିରେ ବିଜେପିରେ ଯୋଗଦେଲେ। ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମିଥୁନ୍।

ବହୁ କଳ୍ପନା ଜଳ୍ପନାର ଘଟିଲା ଅନ୍ତ। ଶେଷରେ ପଦ୍ମ ଧରିଲେ ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତି। ଆଜି ବିଧିବଦ୍ଧଭାବ ବିଜେପିରେ ଯୋଗ ଦେଲେ ବଲିଉଡର ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ। ମୋଦିଙ୍କ ବ୍ରିଗେଡ ଗ୍ରାଉଣ୍ଡ ରାଲିରେ ସାମିଲ ହୋଇ ସେ ବିଜେପିରେ ମିଶିଛନ୍ତି। ବିଜେପିରେ ମିଶିବା ପରେ ମିଥୁନ୍‌ଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ମିଥୁନ୍‌ଙ୍କ ପ୍ରଶଂସକଙ୍କ ସମେତ ବହୁ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ ଓ ବ୍ୟକ୍ତିବିଶେଷ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories