www.samajalive.in
Saturday, December 6, 2025
16.1 C
Bhubaneswar

ମିଜୋରାମ: ଦିନ ୧ଟା ସୁଦ୍ଧା ୫୨.୭୩ ପ୍ରତିଶତ ମତଦାନ

ଆଇଜଲ: ମିଜୋରାମରେ ମଙ୍ଗଳବାର ବିଧାସସଭା ନିର୍ବାଚନ ପାଇଁ ମତଦାନ ଚାଲିଛି। ମିଳିଥିବା ସୂଚନା ମୁତାବକ, ରାଜ୍ୟରେ ଦିନ ୧ଟା ସୁଦ୍ଧା ୫୨.୭୩ ପ୍ରତିଶତ ମତଦାନ ହୋଇଛି। ଏଠାରେ ସୂଚନାଯୋଗ୍ୟ, ରାଜ୍ୟରେ ମୋଟ୍‌ ୮,୫୧,୮୯୫ ଲକ୍ଷ ମତଦାତା ଅଛନ୍ତି। ସେହିପରି ମୋଟ୍‌ ୧୨୭୬ ମତଦାନ କେନ୍ଦ୍ରରେ ମତଦାନ ଜାରି ରହିଛି। ସମସ୍ତ ୪୦ ଆସନ ପାଇଁ ଲଢୁଥିବା ୧୭୪ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି, ଯେଉଁଥିରେ ୧୬ଜଣ ମହିଳା ଅଛନ୍ତି। ରାଜ୍ୟରେ ଆଠ ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତ ସାବ୍ୟସ୍ତ କରିବେ।

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories