www.samajalive.in
Friday, December 5, 2025
23.1 C
Bhubaneswar

ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କୁ ହତ୍ୟା

ମାଲକାନଗିରି: ପୁଣି ପତିଆରା ଜାହିର କଲେ ଲାଲ ବାହିନୀ। ମାଲକାନଗିରି  ଜିଲ୍ଲା ସୀମାନ୍ତ ବିଜାପୁରର ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀ ମାନେ ୨ ଜଣ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ମାନେ ଛୁଟବାଇ ଗାଁର ଯୋଗା କୱାସୀ ଓ ବଡେ ତରେମ ଗାଁର ମଙ୍ଗଲୁ କୁରସମ ବୋଲି ଜଣାପଡିଛି। ମାଓବାଦୀମାନେ ଉଭୟଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କରିଛନ୍ତି । ତେବେ ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories