www.samajalive.in
Saturday, December 6, 2025
15.1 C
Bhubaneswar

୨୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ୨୪ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ପୂର୍ବରୁ ଛତିଶଗଡ଼ ସରକାରଙ୍କ ପକ୍ଷରୁ ସେମାନଙ୍କୁ ଧରିବା ପାଇଁ ୮୭.୫୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ହୋଇଥିଲା। ମାଓବାଦୀମାନେ ଅନେକ ହିଂସାକାଣ୍ଡରେ ଜଡ଼ିତ ଥିଲେ। ବର୍ତ୍ତମାନ ମାଓଗଡ଼ ଭୁଶୁଡ଼ିବାରେ ଲାଗିଛି। ସାଧାରଣ ଜୀବନ ଯାପନ ପାଇଁ ସେମାନେ ବିଜାପୁର ଜିଲାରେ ସୁରକ୍ଷା ବାହିନୀ ସମ୍ମୁଖରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ସେମାନଙ୍କୁ ସରକାରଙ୍କ ନୀତି ଅନୁଯାୟୀ ୫୦ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories