www.samajalive.in
Friday, December 5, 2025
17.1 C
Bhubaneswar

ଇଡ଼ିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଭୁବନେଶ୍ୱର: ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିକଟରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ହାଜର ହୋଇଛନ୍ତି । ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ହାଜର ହୋଇଥିବା ସୂଚନା ମିଳିଛି । ପୂର୍ବରୁ ଇଡିରେ ବିଧାୟକ ପ୍ରଫୁଲ୍ଲ ସାମଲ ହାଜର ହୋଇଥିବା ବେଳେ ତାଙ୍କ ୮ଘଣ୍ଟା ଧରି ଜେରା କରାଯାଇଥିଲା ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories