www.samajalive.in
Saturday, December 6, 2025
14.1 C
Bhubaneswar

ବିଜେଡିରୁ ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଧାୟକ ପ୍ରେମାନନ୍ଦ ନାୟକ। ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଦଳର ସଭାପତି ଓ ସାଙ୍ଗଠନିକ ସମ୍ପାଦକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ଦଳରେ ସବୁକିଛି ଠିକ୍‍ ଚାଲିନଥିବା ପ୍ରେମାନନ୍ଦ ୫ମାସ ପୂର୍ବରୁ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଙ୍ଗଠନିକ ସମ୍ପାଦକଙ୍କ ଜଣାଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories