www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟାଳୟରେ ଛାତ୍ର ଛାତ୍ରୀଙ୍କୁ ପାଠ ପଢ଼ାଇଲେ ବିଧାୟକ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫିରିଙ୍ଗିଆକୁ ପରିଦର୍ଶନରେ ଆସିଥିବା ବେଳେ ବିଧାୟକ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇଛନ୍ତି । ବୁଧବାରରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଛାତ୍ରଛାତ୍ରୀମାନଙ୍କୁ ପାଠ ପଢ଼େଇ ଥିବା ଦେଖିବାକୁ ମିଳିଛି l

ସୂଚନା ଅନୁସାରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଫିରିଙ୍ଗିଆ ର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହାପରେ ସେ ଫିରିଙ୍ଗିଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ପହଞ୍ଚି ଏହାରୁ ସୁବିଧା ଅସୁବିଧା ସମ୍ପର୍କରେ ତଦାରଖ କରିଥିଲେ । ଏହି ସମୟରେ ସେ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇଥିବା ଦେଖିବା ପାଇଁ ମିଳିଥିଲା ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories