www.samajalive.in
Sunday, December 14, 2025
23.1 C
Bhubaneswar

କାରକୁ ଧକ୍କା ଦେଲା ମୋ ବସ୍‍

କଟକ: କାରକୁ ଧକ୍କା ଦେଲେ ମୋ ବସ୍‍ । ମଙ୍ଗଳବାର ସକାଳୁ କଟକ ଜିଲା ବାରଙ୍ଗ ଛକରେ ଏହି ଦୁର୍ଘଟଣା ଘଟିଛି । କାରଟି ଯାତ୍ରୀଙ୍କୁ ନେଇ କଟକରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ଏହି ସମୟରେ ମୋ ବସ କାରକୁ ପଛରୁ ଧକ୍କା ଦେଇଥିବା ଜଣାପଡିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ସ୍ଥାନୀୟ ଲୋକେ ମୋ ବସକୁ ଅଟକ ରଖିଥିଲେ । ମୋ ବସ୍ ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁ ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଂଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ମୋ ବସ୍‍ ଓ କାରକୁ ଥାନାକୁ ନେଇଥିଲା । ପୁଲିସ ଘଟଣାର ତଦନ୍ତ କରୁଛି ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories