www.samajalive.in
Friday, December 5, 2025
27.1 C
Bhubaneswar

ହୁତୁହୁତୁ ହୋଇ ଜଳିଗଲା ମୋ ବସ୍‍

କଟକ: ସିଡ଼ିଏ ସେକ୍ଟର-୯ ରାସ୍ତା ଉପରେ ଜଳିଗଲା ମୋ ବସ୍‍ । ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ଆଜି ସକାଳୁ ହଠାତ ମୋ ବସରେ ନିଆଁ ଲାଗିଯାଇଥିଲା । ଫଳରେ ବସର କିଛି ଅଂଶ ପୋଡି ସମୂର୍ଣ୍ଣ ନଷ୍ଟ ହୋଇଯାଇଛି । ନିଆଁ କେଉଁଥି ପାଇଁ ଲାଗିଲା ତାହାର କାରଣ ଜଣାପଡିନାହିଁ ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories